ଆସନ୍ତା ଶିକ୍ଷା ବର୍ଷରୁ ସ୍କୁଲ ପାଠ୍ୟକ୍ରମରେ ପଢାଯିବ କ୍ରୀଡ଼ା ବିଷୟବସ୍ତୁ
ଭୁବନେଶ୍ୱର: ଆସନ୍ତା ଶିକ୍ଷା ବର୍ଷରୁ ସ୍କୁଲ ପାଠ୍ୟକ୍ରମରେ ପଢାଯିବ କ୍ରୀଡ଼ା ବିଷୟବସ୍ତୁ । ପରବର୍ତ୍ତୀ ସମୟରେ ଏହାକୁ ବାଧ୍ୟତାମୂଳକ କରାଯିବ। ଏନେଇ ସୂଚନା ଦେଇଛନ୍ତି କ୍ରୀଡ଼ା ସଚିବ ଭିନିଲ କ୍ରିଷ୍ଣା କହିଛନ୍ତି ।
ଏହାସହ ଆଗାମୀ ଦିନରେ ଓଡ଼ିଶାରେ କିକ୍ରେଟ ଖେଳକୁ ଫୋକସ କରିବାକୁ ଅଣ୍ଟା ଭିଡ଼ିଛି ବିଭାଗ । ସ୍କୁଲସ୍ତରରୁ ପିଇଟି ଶିକ୍ଷକମାନଙ୍କୁ ଅଧିକ ପ୍ରଶିକ୍ଷଣ ଦେବା ସହ ସ୍କୁଲରୁ ସବୁ କ୍ଷେତ୍ରରେ ପ୍ରତିଭାବାନ ଖେଳାଳି ସୃଷ୍ଟି କରିବାକୁ ଲକ୍ଷ୍ୟ ରଖାଯାଇଛି ।

ଏହା ଭିତରେ ପୁରୁଷ ହକି ବିଶ୍ୱକପ ଆୟୋଜନ କରି ହକିର ହବ ପାଲଟିଛି ଓଡ଼ିଶା । କ୍ରୀଡା ପାଇଁ ୧୨୧୭ କୋଟି ଟଙ୍କାର ବଜେଟ ବ୍ୟୟ ବରାଦ ହୋଇଛି । କ୍ରୀଡା ପାଇଁ ୨ ହଜାର ୫ ସହ କୋଟିର ପ୍ରୋଜେକ୍ଟ ଓଡ଼ିଶାରେ ଚାଲୁ ରହିଛି । କର୍ପୋରେଟ ଓ କ୍ରୀଡାବୀତିଙ୍କ ପାଇଁ ହାଇ ପରଫର୍ମାନ୍ସ ସେଣ୍ଟର ଆରମ୍ବ କରାଯାଇଛି । ହକିର ପୀଠ ଭାବେ ସୁନ୍ଦରଗଡ଼ ଜିଲ୍ଲାରେ ୧୭ଟି ଆଷ୍ଟ୍ରୋ -ଟର୍ଫ ହକି ପଡିଆ ନିର୍ମାଣ ହୋଇଛି । ଏଥିସହ ରାଜ୍ୟର ସହରାଞ୍ଚଳରେ ୯୦ ଟି ବହୁମୁଖୀ ଇଣ୍ଡୋର ଷ୍ଟାଡିୟମ ପ୍ରତିଷ୍ଠା ସହ ୬ ଟି ଫିଫା ଷ୍ଟାଣ୍ଡାର୍ଡ ପିଚ ବିକଶିତ କରିଛନ୍ତି । ଓଡ଼ିଶାରେ କ୍ରିକେଟ ଉପରେ ଆଗାମୀ ଦିନରେ ଫୋକସ କରିବ କ୍ରୀଡା ବିଭାଗ ।
ଆଗକୁ ତୃଣମୂଳସ୍ତରୁ କ୍ରୀଡ଼ାର ବିକାଶ ସହ ଯୁବ ପ୍ରତିଭାଙ୍କୁ ଉତ୍ସାହିତ କରିବା ପାଇଁ କ୍ରୀଡ଼ା ଭିତ୍ତିଭୂମି ମଜଭୁତ କରିବାକୁ ଅଣ୍ଟା ଭିଡ଼ିଛି କ୍ରୀଡ଼ା ବିଭାଗ । ଯେଉଁଥିରେ ରହଛି ବିର୍ସା ମୁଣ୍ଡା, ଆଥଲେଟିକ୍ସ ଷ୍ଟାଡ଼ିୟମ, କଳିଙ୍ଗ ଷ୍ଟାଡ଼ିୟମ ଟେନିସ ସେଣ୍ଟର, କେନ୍ଦୁଝରର ଧରଣୀଧର ସ୍ପୋର୍ଟସ କମ୍ପ୍ଲେକ୍ସ । ଏସବୁ ସ୍ଥାନରେ କ୍ରୀଡ଼ାବିତମାନଙ୍କୁ ଶୀର୍ଷସ୍ତରୀୟ ତାଲିମ ସୁବିଧା ଯୋଗାଇ ଦିଆଯାଇଛି ।
-
ରିଲ୍ସ ନିଶା, ବୃଦ୍ଧ ବାପାଙ୍କୁ ବସ୍ତାରେ ବାନ୍ଧି କୋରିଅର୍ରେ ପାର୍ସଲ କଲା ଝିଅ -
ଭାରତ ପାକିସ୍ତାନ ମଧ୍ୟରେ ପରମାଣୁ ଯୁଦ୍ଧ ଆଶଙ୍କା ,' ପ୍ରକାଶ କଲା ଆମେରିକାର ଗୁଇନ୍ଦା ରିପୋର୍ଟ -
ଆଜିଠୁ ମାଟ୍ରିକ୍ ଖାତାଦେଖା, ମେରେ ରେଜଲ୍ଟ -
୨୪ ଘଣ୍ଟାରେ ବ୍ୟାକଫୁଟକୁ ଗଲେ ଟ୍ରମ୍ପ, ଏହି ଦେଶର ତୈଳ କିମ୍ବା ଗ୍ୟାସ ଉପରେ...... -
ଯୁଦ୍ଧ ଭିତରେ ବଡ ଦାବି କଲା ଇରାନ, କହିଲା ଯୁଦ୍ଧରେ ଆମେରିକାର ୨୦୦ ସହ ସୈନ୍ୟ ନିହତ ହେଲେଣି -
LPG ସିଲିଣ୍ଡରର ଅବୈଧ ଗଚ୍ଛିତ ଏବଂ କଳାବଜାରୀ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ନେବାକୁ ରାଜ୍ୟସରକାରଙ୍କୁ କେନ୍ଦ୍ରର ନିର୍ଦ୍ଦେଶ -
ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ -
IPL 2026 : ଇଶାନ ସନରାଇଜର୍ସର ନୂଆ କ୍ୟାପ୍ଟେନ୍ -
ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି; ସୁବାସିନୀ ଜେନା -
ଇଦ ପାଇଁ ବନ୍ଦ ହେଲା ପାକିସ୍ତାନ ଓ ଆଫଗାନିସ୍ତାନ ଯୁଦ୍ଧ, ରହିଛି ଏହି ସର୍ତ୍ତ -
ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରୁ ଦେଇନାହାନ୍ତି ୯୯୩୦ ଛାତ୍ରଛାତ୍ରୀ -
ପ୍ରମିଳାଙ୍କୁ କଡ଼ା କାଉଣ୍ଟର କଲେ ବିଜେପି ବିଧାୟକ ଇରାଶିଷ ଆଚାର୍ଯ୍ୟ, କହିଲେ ମିଛ ଡ୍ରାମା କରୁଛନ୍ତି ବିରୋଧୀ












Click it and Unblock the Notifications