Get Updates
Get notified of breaking news, exclusive insights, and must-see stories!

ରାଜ୍ୟ କ୍ୟାବିନେଟରେ ୧୫ଟି ପ୍ରସ୍ତାବକୁ ମଞ୍ଜୁରୀ: ଶୀତଳାପଲ୍ଲୀରେ ହେବ ମଲ୍ଟିସ୍ପେଶାଲିଟି ହସ୍ପିଟାଲ

ଭୁବନେଶ୍ୱର: ଆଜି ରାଜ୍ୟ କ୍ୟାବିନେଟ ବୈଠକରେ ନିଆଯାଇଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ୧୫ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି ।

Odisha State Cabinet

ତେବେ ମୁଖ୍ୟମନ୍ତ୍ରୀ ସଂପୂର୍ଣ୍ଣ ପୁଷ୍ଟି ଯୋଜନା ପ୍ରସ୍ତାବଉପରେ ମୋହର ମାରିଛି କ୍ୟାବିନେଟ । ଗଞ୍ଜାମ ଜିଲ୍ଲାର ଶୀତଳାପଲ୍ଲୀରେ ମଲ୍ଟିସ୍ପେଶାଲିଟି ହସପିଟାଲ ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ରାୟଗଡ଼ାର ମା' ମଝିଘରିଆଣୀ ମନ୍ଦିରର ଉନ୍ନତିକରଣ କରାଯିବ । ମନ୍ଦିର ପାଇଁ ସରକାର ୬ ଏକର ଜମି ଯୋଗାଇ ଦେବେ । ବିନା ପ୍ରମିୟମରେ ଜମି ମିଳିବ । ଓଡ଼ିଶା ଜିଏସଟି ଆଇନରେ ସଂଶୋଧନ ସଂପର୍କିତ ପ୍ରସ୍ତାବକୁ ମଧ୍ୟ କ୍ୟାବିନେଟ ମଞ୍ଜୁରୀ ମିଳିଛି ।

ସେହିପରି ସଉରା ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ସାମିଲ ପ୍ରସ୍ତାବ ଆଜି ବୈଠକରେ ପାରିତ ହୋଇଛି । ତେବେ ଏନେଇ କେନ୍ଦ୍ରକୁ ପ୍ରସ୍ତାବ ପଠାଯିବ ବୋଲି କୁହାଯାଇଛି । ସେହିପରି ମୁଖ୍ୟମନ୍ତ୍ରୀ ସଡକ ଯୋଜନାରେ ସବୁ ଗାଁକୁ ରାସ୍ତା ତିଆରି ହେବ ବୋଲି ବୈଠକରେ ପ୍ରସ୍ତାବ ପାରିତ ହୋଇଛି । ଅନାଥାଶ୍ରମ, ଗୋଶାଳା ଓ ଦୃଷ୍ଟିହୀନ ସ୍କୁଲ ପାଇଁ ସ୍ବତନ୍ତ୍ର ରେଣ୍ଟ ନୀତିକୁ କ୍ୟାବିନେଟ ଅନୁମୋଦନ କରିଛି । ଅବଢ଼ାରେ ସଂଶୋଧିତ ପ୍ରସ୍ତାବକୁ ମଧ୍ୟ ମଞ୍ଜୁରୀ ମିଳିଛି।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+