ଆଉ କିଛି ସମୟ ପରେ ବସିବ ରାଜ୍ୟ କ୍ୟାବିନେଟ ବୈଠକ

ଆଉ କିଛି ସମୟ ପରେ ବସିବ ରାଜ୍ୟ କ୍ୟାବିନେଟ ବୈଠକ । ସନ୍ଧ୍ୟା 7.15ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଏଥିରେ ବିଭାଗୀୟ ମନ୍ତ୍ରୀ ଓ ବିଧାୟକମାନେ ଉପସ୍ଥିତ ରହିବେ ।

ଭୁବନେଶ୍ୱର: ଆଉ କିଛି ସମୟ ପରେ ବସିବ ରାଜ୍ୟ କ୍ୟାବିନେଟ ବୈଠକ । ସନ୍ଧ୍ୟା 7.15ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଏଥିରେ ବିଭାଗୀୟ ମନ୍ତ୍ରୀ ଓ ବିଧାୟକମାନେ ଉପସ୍ଥିତ ରହିବେ । 8 ଟି ପ୍ରସ୍ତାବରେ କ୍ୟାବିନେଟର ମୋହର ବାଜିବା ନେଇ ସୂଚନା ।

Odisha Cabinet Meeting

ବିଧାନସଭାର ଶୀତ କାଳୀନ ଅଧିବେଶନ ଚାଲିଥିବା ବେଳେ ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ । ମେକ ଇନ ଓଡିଶା କନକ୍ଲେଭ 2022 ଓ ହକି ବିଶ୍ୱକପକୁ ଦୃଷ୍ଟିରେ ରଖି ବିଭିନ୍ନ ବିଭାଗର ପ୍ରସ୍ତାବରେ ମୋହର ମାରିବ ରାଜ୍ୟ କ୍ୟାବିନେଟ ।

ବୈଠକରେ ପଞ୍ଚାୟତିରାଜ ଏବଂ ପାନୀୟ ଜଳ, କ୍ରୀଡା, ଶିଳ୍ପ ଓ ଓଡିଆ, ଭାଷା, ସାହିତ୍ୟ ଏବଂ ସଂସ୍କୃତି ବିଭାଗର ବିଭିନ୍ନ ପ୍ରସ୍ତାବ ଆସିବାର ସମ୍ଭାବନା ରହିଛି । ମୁଖ୍ୟମନ୍ତ୍ରୀ ନବୀନ ନିବାସରୁ ଭିସି ଜରିଆରେ ବୈଠକର ଅଧ୍ୟକ୍ଷତାରେ କରିବେ । ସେହିପରି ମନ୍ତ୍ରୀମାନେ ଲୋକସେବା ଭବନ ଓ ଜିଲ୍ଲା ମୁଖ୍ୟାଳୟରୁ ଯୋଡି ହେବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+