Get Updates
Get notified of breaking news, exclusive insights, and must-see stories!

ଆଜି ସନ୍ଧ୍ୟାରେ ବସିବ ରାଜ୍ୟ କ୍ୟାବିନେଟ ବୈଠକ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି । ଏହି ବୈଠକ ସନ୍ଧ୍ୟା ୫ଟା ୩୦ ମିନିଟ୍‍ରେ ବସିବ ।

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି । ଏହି ବୈଠକ ସନ୍ଧ୍ୟା ୫ଟା ୩୦ ମିନିଟ୍‍ରେ ବସିବ ।

Odisha Cabinet Meeting

ବର୍ଷର ସମ୍ଭବତଃ ଏହା ଶେଷ କ୍ୟାବିନେଟ ବୈଠକ । ଏହି ବୈଠକରେ ଏକାଧିକ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିବାର ସମ୍ଭାବନା ରହିଛି। ଜଳସମ୍ପଦ, ଆଇନ, ଶିଳ୍ପ, ଏମଏସଏମଇ, ସାଧାରଣ ପ୍ରଶାସନ ଏବଂ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପୂର୍ବରୁ ଥିବା କେତେକ ପ୍ରସ୍ତାବ ଉପରେ ମଧ୍ୟ ଆଲୋଚନା ହେବାର ସମ୍ଭାବନା ରହିଛି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+