ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିର୍ବାଚନ ପରେ ଓଡ଼ିଶା ଟିମ୍‌ ଘୋଷଣା ହେବ, ମନମୋହନ ସାମଲ

ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିର୍ବାଚନ ପରେ ଓଡ଼ିଶା ଟିମ୍‌ ଘୋଷଣା ହେବ । ସୂଚନା ଦେଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ଏହା ହେଉଛି ଆମର ସାମ୍ବିଧାନିକ ବ୍ୟବସ୍ଥା ବୋଲି କହିଲେ । କେବେ କେନ୍ଦ୍ରୀୟ ସଭାପତି ନିର୍ବାଚନ ସରିବ ପ୍ରଶ୍ନରେ କହିଲେ ଡେଡ୍‌ଲାଇନ ନାହିଁ । ନିଗମ ଓ ବୋର୍ଡ ନେଇ ଆମେ ବସିଲା ପରେ ନିଷ୍ପତ୍ତି ନେବୁ ବୋଲି କହିଛନ୍ତି ମନମୋହନ ।

Manmohan Samal
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+