ଆତ୍ମନିର୍ଭର ଭାରତରେ ସେମି କଣ୍ଡକ୍ଟର ହବ୍ ହେବ ଓଡ଼ିଶା

ଆରମ୍ଭ ହେଲା ବିଧାନସଭା ବଜେଟ୍ ଅଧିବେଶନ । ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ। ବିକଶିତ ଭାରତର ଓଡ଼ିଶା ହେବ ଗ୍ରୋଥ୍ ଇଞ୍ଜିନ୍ । ୨୦୩୬ରେ ଓଡ଼ିଶା ଗଠନକୁ ଶହେ ବର୍ଷ ପୂରିବ। ସମୃଦ୍ଧ ଓଡ଼ିଶା ଗଠନ ପାଇଁ ମୋ ସରକାର ପ୍ରତିଶ୍ରୁତିବଦ୍ଧ। ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ବରେ କେନ୍ଦ୍ରରୁ ଓଡ଼ିଶାକୁ ବଡ଼ ପ୍ରକଳ୍ପ ମିଳୁଛି।

semiconductor hub

ଏହା ଉଜ୍ଜ୍ବଳ ଓଡ଼ିଶାର ଭବିଷ୍ୟତକୁ ଦର୍ଶାଉଛି ବୋଲି କହିଛନ୍ତି ରାଜ୍ୟପାଳ। ରାମେଶ୍ବର-ପାରାଦୀପ କୋଷ୍ଟାଲ ହାଇୱେକୁ ଅନୁମୋଦନ ମିଳିଛି । ଆତ୍ମନିର୍ଭର ଭାରତରେ ସେମି କଣ୍ଡକ୍ଟର ହବ୍ ହେବ ଓଡ଼ିଶା । ରାଜ୍ୟରେ ରାସ୍ତାର ଆଧୁନିକୀକରଣ କରାଯାଉଛି।
ଭୁବନେଶ୍ବର-ଖୋର୍ଦ୍ଧା-କଟକକୁ ନେଇ ରିଂରୋଡ୍ ନିର୍ମାଣ ହେଉଛି।
ଜୟଦେବ ବିହାର-ନନ୍ଦନକାନନ ରାସ୍ତା ଫ୍ଲାଏଓଭର ହେବ ବୋଲି ମଧ୍ୟ କହିଛନ୍ତି । ଭିତ୍ତିଭୂମି ସୁଦୃଢ଼ କରିବାକୁ ମୋ ସରକାର ପ୍ରତିଶ୍ରୁତିବଦ୍ଧ । ରାଜ୍ୟରୁ ଅପପୃଷ୍ଟି ଓ ରକ୍ତହୀନତା ଦୂର କରିବା ଲକ୍ଷ୍ୟ ମଧ୍ୟ ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+