ଆଜି ପ୍ରବଳ ବର୍ଷାରେ ଭିଜିବ ଓଡ଼ିଶା, ଫିକା ପଡ଼ିବ ପୂଜା; ୧୦ ଜିଲ୍ଲାକୁ ସତର୍କ ସୂଚନା ଜାରି

ଆଜିଠୁ ବଢ଼ିବ ବର୍ଷା । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଲାଗି ରହିଛି । ଏହି ଲଘୁଚାପ ଧୀରେ ଧୀରେ ଶକ୍ତିଶାଳୀ ହେଉଥିବାରୁ ପ୍ରାୟ ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ ।

rain

ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ମାଲକାନଗିରିକୁ ଅରେଞ୍ଜ ୱାର୍ଣ୍ଣିଂ ସହ ପ୍ରବଳ ବର୍ଷା ସମ୍ଭାବନା ଥିବା ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ କରାଯାଇଛି । ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସହ ପବନ ଅଧିକ ରହିବ । ୩୦ ତାରିଖ ଯାଏ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ । ସମୁଦ୍ର ଅଶାନ୍ତ ଥିବାରୁ ଆଗାମୀ ୫ଦିନ ଯାଏ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ୩୧ ତାରିଖ ପରେ ପାଗରେ ପରିବର୍ତ୍ତନ ଆସିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+