ଆହୁରି ୪ ଦିନ ଭିଜିବ ଓଡ଼ିଶା, ୧୩ ଜିଲ୍ଲାକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ରାଜ୍ୟରେ ଲାଗି ରହିଛି କାଳବୈଶାଖୀ ବର୍ଷା । ଆହୁରି ୪ଦିନ କାଳବୈଶାଖୀ ସମ୍ଭାବନା । ବିଜଳି ଘଡ଼ଘଡି ସହ କୁଆପଥର ବର୍ଷା ହୋଇପାରେ । ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ବହିପାରେ ପବନ । ଆଜି ପାଇଁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ନୂଆପଡା, କଳାହାଣ୍ଡି, ବଲାଙ୍ଗିର, କନ୍ଧମାଳ, ନୟାଗଡ, ଅନୁଗୁଳ, ଢେଙ୍କାନାଳରେ ବର୍ଷା ହେବ । ଯାଜପୁର, ଭଦ୍ରକ, କଟକ, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡା ଓ ଜଗତସିଂହପୁରକୁ ମଧ୍ୟ ଆଲର୍ଟ ଜାରି ହୋଇଛି ।

rain

ସେହିପରି କାଲି ପାଇଁ ୬ ଜିଲ୍ଲା ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଗୋଟିଏରୁ ଦୁଇଟି ସ୍ଥାନରେ ଘଡଘଡି, କୁଆପଥର ମାଡ ସହ ଝଟକା ପବନ ହୋଇପାରେ । ଆସନ୍ତା ୨୪ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ଏଭଳି ସ୍ଥିତି ଜାରି ରହିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+