ଆହୁରି ୪ ଦିନ ଭିଜିବ ଓଡ଼ିଶା, ୩ ଜିଲ୍ଲାକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ରାଜ୍ୟରେ ଜାରି ରହିଛି କାଳବୈଶାଖୀ । ଆଜି ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଅରେଞ୍ଜ ୱାର୍ଣ୍ଣିଂ ଥିବା ଜିଲ୍ଲାର କିଛି ସ୍ଥାନରେ କୁଆପଥର ମାଡ ହୋଇପାରେ । ୫୦ରୁ ୬୦ କିମି ବେଗରେ ପବନ ବହିପାରେ । ସେହିପରି ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

rain

ରାଜ୍ୟରେ ଆହୁରି ୩ଦିନ କାଳବୈଶାଖୀ ସମ୍ଭାବନା ରହିଛି । ଆସନ୍ତା ୪ ତାରିଖ ଯାଏ ଏଭଳି ପାଗ ରହିବ । ଆସନ୍ତାକାଲି ଉତ୍ତର ଓଡିଶା ,ଦକ୍ଷିଣ ଓଡିଶା ଓ ଉପକୂଳ ଓଡିଶାର ବିଭିନ୍ନ ସ୍ଥାନରେ ବର୍ଷାର ସମ୍ଭାବନା ରହିଛି । ସେହିଭଳି ୪ ଓ ୫ ତାରିଖରେ କିଛିକିଛି ସ୍ଥାନରେ ସ୍ବଳ୍ପ ଧରଣର ବର୍ଷା ହୋଇପାରେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+