ଆହୁରି ୨୪ ଘଣ୍ଟା ପ୍ରବଳ ବର୍ଷାରେ ଭିଜିବ ଓଡ଼ିଶା, ୧୫ ଜିଲ୍ଲାକୁ ସତର୍କ ସୂଚନା ଜାରି

ରାଜ୍ୟରେ ଆହୁରି ୨୪ ଘଣ୍ଟା ବର୍ଷା । ଓଡ଼ିଶା ଉପରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଦକ୍ଷିଣ ବାଂଲାଦେଶ ଏବଂ ସଂଲଗ୍ନବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ବିଶେଷକରି ଉତ୍ତର ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିଛି । ଆଜି ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଏଥିପାଇଁ ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୩୧ ତାରିଖ ପରଠାରୁ ବର୍ଷା କମିବା ନେଇ ଆକଳନ କରାଯାଇଛି ।

rain
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+