ବଜ୍ରପାତଜନିତ ମୃତ୍ୟୁରେ ଓଡ଼ିଶା ସବୁଠୁ ଆଗରେ: ଗତ ୫ ବର୍ଷରେ ଓଡ଼ିଶାରେ ବଜ୍ରପାତରେ ୧୧୦୩ ଜଣଙ୍କ ମୃତ୍ୟୁ

ବଜ୍ରପାତଜନିତ ମୃତ୍ୟୁରେ ଓଡ଼ିଶା ସବୁଠୁ ଆଗରେ । ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଉତ୍ତର। ଗତ ୫ ବର୍ଷରେ ଓଡ଼ିଶାରେ ବଜ୍ରପାତରେ ୧୧୦୩ ଜଣଙ୍କ ମୃତ୍ୟୁ ହୋଇଛି। ୟୁପି ବଡ଼ ରାଜ୍ୟ ହୋଇ ବି ୫ ବର୍ଷରେ ଯାଇଛି ୫୪୨ ଜୀବନ। ସୁନ୍ଦରଗଡ଼, କେନ୍ଦୁଝର, ବାଲେଶ୍ୱରରେ ବଜ୍ରପାତ ମୃତ୍ୟୁସଂଖ୍ୟା ଅଧିକ।

Odisha tops in lightning death

୫ ବର୍ଷରେ ଝାରସୁଗୁଡ଼ାରେ ସର୍ବାଧିକ ୭୨ ଓ ବଲାଙ୍ଗିରରେ ୫୫ ଜଣଙ୍କ ମୃତ୍ୟୁ ହୋଇଛି। ଗବେଷଣା କହୁଛି ଓଡ଼ିଶାରେ ଅଧିକ ଖଣିଜ ପଦାର୍ଥ ଥିବାରୁ ବଜ୍ରପାତ ହେଉଛି। ଖଣିଜ ପଦାର୍ଥ ହେଉଛି ବିଦ୍ୟୁତ୍‌ର ସୁପରିବାହୀ (ଗୁଡ୍ କଣ୍ଡକ୍ଟର)'। ନିର୍ଦ୍ଦିଷ୍ଟ କେଉଁଠି ବଜ୍ରପାତ ହେବ ଆକଳନ ପାଇଁ ଜ୍ଞାନକୌଶଳ ଆସି ନାହିଁ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+