ଖାଦ୍ୟ ଓ ସୁରକ୍ଷା ଯୋଜନାରେ ଓଡ଼ିଶା ରହିଛି ପ୍ରଥମ ସ୍ଥାନରେ,ଗୃହରେ ସୂଚନା ଦେଲେ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ
ଖାଦ୍ୟ ଓ ସୁରକ୍ଷା ଯୋଜନାରେ ଓଡ଼ିଶା ରହିଛି ପ୍ରଥମ ସ୍ଥାନରେ,ଗୃହରେ ସୂଚନା ଦେଲେ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ
ଭୁବେନେଶ୍ୱର:ଖାଦ୍ୟ ଓ ସୁରକ୍ଷା ଯୋଜନାରେ ଓଡ଼ିଶା ରହିଛି ପ୍ରଥମ ସ୍ଥାନରେ ।ଅନେକ ରାଜ୍ୟକୁ ପଛରେ ପକାଇ ସବୁଠୁ ଅଧିକ ବା ଏକ ନମ୍ବରରେ ରହିଛି ଓଡ଼ିଶା । ତେବେ ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମ ରାଜ୍ୟର ଯୋଜନାକୁ ମଡେଲ ଭାବେ ଗ୍ରହଣ କରାଯାଇଛି । ଏହା ସହ ରାଜ୍ୟ ପ୍ରତ୍ୟକ ଯୋଜନାର ସଠିକ୍ ଭାବେ କାର୍ଯ୍ୟକାରୀ କରିବା ପାଇଁ ମଧ୍ୟ ଯୋଜନା କରାଯାଇଛି ବୋଲି ଆଜି ଗୃହରେ ଉତ୍ତର ରଖିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ ଅତନୁ ସବ୍ୟସାଚୀ ।

ତେବେ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ଉପକୃତ ହେଉଛନ୍ତି ୩କୋଟି ୩୩ ଲକ୍ଷ ୨୭ ହଜାର ୨୫୫ ହିତାଧିକାରୀ। ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ୯୩ ଲକ୍ଷ ୧୩ ହଜାର ୪୪୮ ପରିବାରର ୩ କୋଟି ୨୫ ଲକ୍ଷ ୧୮ ହଜାର ୪୫୫ ଜଣ ,ସେହିପରି ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ୨ ଲକ୍ଷ ୬୧ ହଜାର ୨୨୭ ପରିବାର ୮ଲକ୍ଷ ୮ ହଜାର ହିତାଧିକାରୀ ସାମିଲ ହୋଇଛନ୍ତି ।ୱାନ ନେସନ୍ ୱାନ ରାସନ୍ କାର୍ଡ ଯୋଜନାରେ ୧୦ହଜାର ୫୭୮ ଡିଲରଙ୍କ ସାହାର୍ଯ୍ୟରେ ଏହି ସୁବିଧା ଯୋଗାଇ ଦିଆଯାଉଛି। ଯାହାଦ୍ୱାରା ୧ ଲକ୍ଷ ୧୦ ହଜାର ପରିବାର ଉପକୃତ ହେଉଛନ୍ତି ଆଜି ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ମୌସୁମୀ ଅଧିବେଶନରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ ଅତନୁ ସବ୍ୟସାଚୀ ସୂଚନା ଦେଇଥିଲେ ।
-
ଡାଲମାରୁ ବାହାରିଲା ସାପ, ଲୋକେ ଛାନିଆ, ସ୍ଵାସ୍ଥ୍ୟ ପରୀକ୍ଷା ପାଇଁ ୪୦ରୁ ଊର୍ଦ୍ଧ୍ବ ଲୋକଙ୍କ ଲମ୍ବା ଲାଇନ -
୨୪ ଘଣ୍ଟାରେ ବ୍ୟାକଫୁଟକୁ ଗଲେ ଟ୍ରମ୍ପ, ଏହି ଦେଶର ତୈଳ କିମ୍ବା ଗ୍ୟାସ ଉପରେ...... -
ଗ୍ରାହକଙ୍କ ପାଇଁ ଖୁସି ଖବର; ଏକାଥରକେ ଏତିକି ଟଙ୍କା କମିଲା ସୁନା ଦର -
ରିଲ୍ସ ନିଶା, ବୃଦ୍ଧ ବାପାଙ୍କୁ ବସ୍ତାରେ ବାନ୍ଧି କୋରିଅର୍ରେ ପାର୍ସଲ କଲା ଝିଅ -
ଭାରତ ପାକିସ୍ତାନ ମଧ୍ୟରେ ପରମାଣୁ ଯୁଦ୍ଧ ଆଶଙ୍କା ,' ପ୍ରକାଶ କଲା ଆମେରିକାର ଗୁଇନ୍ଦା ରିପୋର୍ଟ -
ଆସୁଛି କାଳବୈଶାଖୀ, ଝଡ଼ବର୍ଷା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ -
LPG ସଙ୍କଟକୁ ନେଇ ବଡ଼ କଥା କହିଲେ ସରକାର,‘ଡୋରଷ୍ଟେପ... -
କାରଣ ଦର୍ଶାଅ ନୋଟିସ୍ର ଉତ୍ତର ରଖିଲେ ବିଜେଡିର ୬ ବିଧାୟକ, କହିଲେ ନୋଟିସ୍ ପ୍ରତ୍ୟାହାର କରନ୍ତୁ, ନଚେତ୍... -
ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି; ସୁବାସିନୀ ଜେନା -
ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ -
ଏମ୍ଏସ୍ ଧୋନିଙ୍କ ନାଁରେ ଥିବା କ୍ରିକେଟ ଷ୍ଟାଡିୟମ ସିଲ୍ -
ଆଜିଠୁ ମାଟ୍ରିକ୍ ଖାତାଦେଖା, ମେରେ ରେଜଲ୍ଟ












Click it and Unblock the Notifications