STA ଡେପୁଟି କମିଶନରଙ୍କ ଘରେ ଭିଡିଲାନ୍ସ
Odisha News: କଟକ STA ଡେପୁଟି କମିଶନରଙ୍କ ଘରେ ଭିଜିଲାନ୍ସ ରେଡ୍ । ଡେପୁଟି କମିଶନର ପ୍ରଦୀପ ମହାନ୍ତିଙ୍କ ଘରେ ହେଉଛି ରେଡ୍ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୯ ଟି ସ୍ଥାନରେ ଚଢାଉ କରାଯାଇଛି । ଭୁବନେଶ୍ୱର, ଖୋର୍ଦ୍ଧା, ପୁରୀ, ନୟାଗଡ଼ ଏବଂ କଟକରେ ରେଡ୍ ହେଉଛି ।













Click it and Unblock the Notifications