ଆହୁରି ୫ ଦିନ ଭୀଷଣ ଖରା; ପଶ୍ଚିମରେ ଅସମ୍ଭାଳ ତାତି ସାଙ୍ଗକୁ ଉପକୂଳରେ ଅସହ୍ୟ ଗୁଳୁଗୁଳି

ଆସିଲା ମୌସୁମୀ, ହେଲେ ଆଗକୁ ବଢୁନି । ଅନୁକୂଳ ବାତାବରଣ ନଥିବାରୁ ଆଗକୁ ବଢିପାରୁନି ମୌସୁମୀ । ଫଳରେ ରାଜ୍ୟରେ ଆହୁରି ତିନରୁ ଚାରି ଦିନ ଗ୍ରୀଷ୍ମ ପ୍ରବାହ ଲାଗି ରହିବ । ବିଶେଷ କରି ଉତର ଓ ଉପକୂଳ ଓଡିଶାରେ ଅସହ୍ୟ ଗୁଳୁଗୁଳି ଅନୁଭୂତ ହେବ ।

ସେପଟେ ରାଜ୍ୟରେ ଅଂଶୁଘାତର ମାମଲା ବଢୁଥିବାରୁ ସତର୍କ ରହିବାକୁ ପରାମର୍ଶ ଦେଇଛି ସ୍ୱାସ୍ଥ୍ୟ ବିଭାଗ ।

odisha weather

ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ପାଇଁ ଆଜି ଓଡିଶାର ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ସେହିପରି ଆସନ୍ତାକାଲି ପଶ୍ଚିମ ଓଡିଶାର ୮ଟି ଜିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିବ ଓ ଉପକୂଳ ଓଡିଶାର ୧୧ ଜିଲ୍ଲାରେ ଅସହ୍ୟ ଗୁଳୁଗୁଳି ଅନୁଭୂତ ହେବ । ଆସନ୍ତାକାଲି ପାଇଁ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+