ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର
ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର
। ଆଗାମୀ ୨ ଦିନ ଯାଏଁ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ। ଉତ୍ତର ଓଡିଶା, ପଶ୍ଚିମବଙ୍ଗ , ଝାଡ଼ଖଣ୍ଡ ଦେଇ ଗତିକରିବା ସମ୍ଭାବନା ।













Click it and Unblock the Notifications