ଜଳୁଛି ଓଡ଼ିଶା: ସାରା ରାଜ୍ୟରେ ଅସହ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି

ଭୁବନେଶ୍ୱର:ସାରା ରାଜ୍ୟରେ ଅସହ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି । ଦିନ ସାଢେ ୧୧ଟା ସୁଦ୍ଧା ସମ୍ବଲପୁର ଓ ଝାରସୁଗୁଡା ସବୁଠୁ ଉତ୍ତପ୍ତ ସହର । ସେହିପରି ରାଜଧାନୀ ଭୁବନେଶ୍ୱରର ତାପମାତ୍ରା ୩୯.୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ଆଦ୍ରତା ୯୦ ପ୍ରତିଶତ ରେକର୍ଡ କରାଯାଇଛି ।

heat wave

ସେହିପରି ଆଜି ସକାଳ ୧୧ଟା ୩୦ ସୁଦ୍ଧା ହୀରାକୁଦ ୪୧.୮, କେନ୍ଦୁଝର ୩୯, ଚାନ୍ଦବାଲିରେ ୩୭.୬ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ୭୯ ପ୍ରତିଶତ ଆର୍ଦ୍ରତା ଯୋଗୁଁ ଗୋପାଳପୁରରେ ଅସହ୍ୟ ଗୁଳୁଗୁଳି ଜାରି ରହିଛି । ସେହିପରି ସମ୍ବଲପୁରରେ ୪୨.୬ ଡିଗ୍ରୀ, ଝାରସୁଗୁଡ଼ାରେ ୪୨.୬ ଡିଗ୍ରୀ,ହୀରାକୁଦରେ ୪୧.୮ ଡିଗ୍ରୀ, ବାଲେଶ୍ୱରରେ ୩୫ ଡିଗ୍ରୀ ଏବଂ ପୁରୀରେ ୩୪.୪ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।

ସେହିପରି ସକାଳ ସାଢେ ୮ଟା ବେଳେ ଝାରସୁଗୁଡ଼ାରେ ରାଜ୍ୟର ସର୍ବାଧିକ ତାପମାତ୍ରା ୩୭.୪ ଡିଗ୍ରୀ ରହିଥିବା ବେଳେ ସମ୍ବଲପୁରରେ ୩୬.୪ ଡିଗ୍ରି, ହୀରାକୁଦରେ ୩୫.୬ ଡିଗ୍ରୀ, ଚାନ୍ଦବାଲିରେ ୩୩.୮ ଡିଗ୍ରୀ, ପୁରୀରେ ୩୨.୬ ଡିଗ୍ରୀ, ବାଲେଶ୍ୱରରେ ୩୨.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+