କାଲିଠୁ ପ୍ରବଳ ବର୍ଷା ! ୪ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଆସନ୍ତା ୨୪ ଘଣ୍ଟା ପାଇଁ ଭଦ୍ରକ,କେନ୍ଦ୍ରାପଡ଼ା, ଜଗତସିଂହପୁର,ଗଞ୍ଜାମ, ଗଜପତି,ରାୟଗଡ଼ା,କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଜାରି ହୋଇଛି ଅରେଞ୍ଜ ଆଲର୍ଟ । ଆସନ୍ତାକାଲି ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ କେନ୍ଦ୍ରାପଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବାବେଳେ କେନ୍ଦୁଝର, ଯାଜପୁର, ଜଗତସିଂହପୁର, କଟକ, ଅନୁଗୁଳ, ଢେଙ୍କାନାଳ, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଏଥିସହ ବାକି ୨୩ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଜାରି ହୋଇଛି ଏଲୋ ୱାର୍ଣ୍ଣିଂ ।

IMD issues orange alert for four districts

ଏହି ସମୟରେ ବିଜୁଳି ଘଡଘଡି ସହ ଝଟକା ପବନ ୪୦ ରୁ ୫୦ କିମି ବେଗରେ ବହିବା ସମ୍ଭାବନା ରହିଛି । ସମୁଦ୍ର ଅଶାନ୍ତ ଥିବାରୁ ୩୧ ତାରିଖ ଯାଏ ମତ୍ସ୍ୟଜୀବି ମାନଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+