ଲଘୁଚାପ ପ୍ରଭାବରେ ମୌସୁମୀ ସକ୍ରିୟ, ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣଂ ଜାରି

ଲଘୁଚାପ ପ୍ରଭାବରେ ମୌସୁମୀ ସକ୍ରିୟ, ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣଂ ଜାରି

Odisha Weather: ଉତ୍ତର-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ଫଳରେ ବିଭିନ୍ନ ଜିଲ୍ଲାରେ ଝିପି ଝିପି ବର୍ଷା ଜାରି ରହିଛି । ଏହା ଅଧିକ ଘନୀଭୂତ ହୋଇ ଓଡ଼ିଶା ଉକୂଳ ଆଡ଼କୁ ଗତି କରିବ । ଏହାର ପ୍ରଭାବରେ ୨ ଦିନ ପ୍ରବଳ ବର୍ଷା ଲାଗିରହିବ । ଆଜି ପାଇଁ ୧୦ ଜିଲ୍ଲାକୁ ଅରେଞ୍ଜ, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣଂ ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର ଏବଂ କେନ୍ଦ୍ରପଡ଼ାକୁ ୟେଲୋ ୱାର୍ଣ୍ଣଂ ଜାରି କରାଯାଇଛି । ସେହିପରି କଳାହାଣ୍ତି, କନ୍ଧମାଳ, ଗଞ୍ଜାମ ଏବଂ ପୁରୀ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଲଘୁଚାପ ପ୍ରଭାବରେ ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଛି ।

ODISHA.weather

ଆଜି ରାଜଧାନୀ ଭୁବନେଶ୍ୱର ଓ ଆଖପାଖ ଅଞ୍ଚଳରେ ପାଗ ମେଘୁଆ ରହିବ । ଦିନତମାମ ବର୍ଷା ଲାଗି ରହିପାରେ । ସେପଟେ ବର୍ଷାକୁ ନଜରରେ ରଖି ବିପଦ ଏଡାଇବାକୁ ହୀରାକୁଦର ୬ଟି ଗେଟ୍ ଖୋଲାଯାଇଛି । ଗତକାଲି ୬ଟି ଗେଟ୍ ଖୋଲାଯାଇଥିଲା । ସୂଚନା ଅନୁସାରେ ଆଜି ଆହୁରି ଗେଟ୍ ଖୋଲା ହେବାର ସମ୍ଭାବନା ରହିଛି । ୨୨ ତାରିଖରେ ରାଜ୍ୟରେ ବଡ଼ ଧରଣର ଲଘୁଚାପ ବର୍ଷା ହେବର ସମ୍ଭାବନ ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+