Get Updates
Get notified of breaking news, exclusive insights, and must-see stories!

Odisha Weather: ଆହୁରି ୨ ଦିନ ପ୍ରବଳ ବର୍ଷା, ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆହୁରି ୨ ଦିନ ପ୍ରବଳ ବର୍ଷା । ଆଜି ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି । ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ପଶ୍ଚିମ କେନ୍ଦ୍ରୀୟ ଓ ନିକଟବର୍ତ୍ତୀ ଉତ୍ତର ପୂର୍ବ ବଙ୍ଗୋପସାଗର- ଉତ୍ତର ଆନ୍ଦ୍ୟପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳ ନିକଟବର୍ତ୍ତୀରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି । ପ୍ରବଳ ବର୍ଷା ନେଇ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Odisha Weather

ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାକୁ ଘଡ଼ଘଡ଼ି ବର୍ଷା ସହ ୩୦ରୁ ୪୦ କିମି ବେଗରେ ପବନ ସମ୍ଭାବନା । ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ । ୧୭ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+