Odisha Weather: ଟ୍ବିନ୍ସିଟି ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା
ୱେଲ୍ ମାର୍କଡ୍ ଲୋପ୍ରେସର୍ରେ ପରିଣତ ହେଲା ଲଘୁଚାପ। ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ। ଟ୍ବିନ୍ସିଟି ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା । ୨୪ ଘଣ୍ଟାରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବା ସମ୍ଭାବନା।













Click it and Unblock the Notifications