Get Updates
Get notified of breaking news, exclusive insights, and must-see stories!

Odisha Weather: ଘୂର୍ଣ୍ଣିବଳୟ ପ୍ରଭାବ: ଦକ୍ଷିଣ ଓଡ଼ିଶାରେ ପୁଣି ପ୍ରବଳ ବର୍ଷା ସମ୍ଭାବନା, ୬ ଜିଲ୍ଲାକୁ ଆଲର୍ଟ ଜାରି

ଦକ୍ଷିଣ ଓଡ଼ିଶାରେ ପୁଣି ପ୍ରବଳ ବର୍ଷା ହୋଇପାରେ । ଗୁରୁବାର ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି । ଦକ୍ଷିଣ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶର ଉତ୍ତର ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ।

୧୨ ତାରିଖରେ ନବରଙ୍ଗପୁର, ନୂଆପଡ଼ା, ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳ ବର୍ଷା ହୋଇପାରେ । ଉପକୂଳ, ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ୧୩ ଓ ୧୪ ତାରିଖରେ ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+