ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ନୂଆପଡ଼ା, କଳାହାଣ୍ଡି, କେନ୍ଦୁଝର, କନ୍ଧମାଳ ଓ ଦେଓଗଡ଼ ରହିଛି । ଉକ୍ତ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି ।

Odisha Weather Update

ଏଥିସହିତ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ବରଗଡ଼, ବୌଦ୍ଧ, ସୁବର୍ଣ୍ଣପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ମୟୁରଭଞ୍ଜ, କେନ୍ଦୁଝର ଓ କନ୍ଧମାଳ ଆଦି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି ।

ସେହିପରି ୧୯ରୁ ୨୦ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ଭଦ୍ରକ, ଯାଜପୁର, କେନ୍ଦୁଝର, ବାଲେଶ୍ବର, ସୁନ୍ଦରଗଡ଼, ମୟୁରଭଞ୍ଜ, ଢ଼େଙ୍କାନାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ନୟାଗଡ଼, ପୁରୀ, ଖୋର୍ଧା, ଗଞ୍ଜାମ, ଗଜପତି, କନ୍ଧମାଳ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ବୌଦ୍ଧ ଓ ଅନୁଗୁଳ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି । ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+