ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ଆଶଙ୍କା: ୧୯ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଏହାର ପ୍ରଭାବରେ ଆସନ୍ତା ୨୪ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଏହାର ପ୍ରଭାବରେ ଆସନ୍ତା ୨୪ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏଥିପାଇଁ ୧୯ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଯାଇଛି ।

 Odisha Weather

ତେବେ ଏହି ଜିଲ୍ଲାମାନଙ୍କ ମଧ୍ୟରେ ରହିଛି ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ନୂଆପଡା , ବଲାଙ୍ଗୀର ଓ ଦେବଗଡ । ଏହି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାଛଡା କେନ୍ଦୁଝର , ମୟୁରଭଞ୍ଜ, ନବରଙ୍ଗପୁର, କଲାହାଣ୍ଡି, ସୋନପୁର, ବୌଦ୍ଧ, ଅନୁଗୁଳ, କଟକ, ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ ବାଲେଶ୍ବରକୁ ୟେଲୋ ଆଲର୍ଟ ଜାରି କରାଯାଇଛି । କଟକ ଓ ଭୁବନେଶ୍ୱରରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+