Odisha Weather: ଦିନରେ ଗରମ, ଅପରାହ୍ଣରେ ବର୍ଷା: ଆଜିଠୁ କ୍ରମଶଃ ବଢିବ ତାପମାତ୍ରା

ପାଗରେ ଅସ୍ବାଭାବିକ ପରିବର୍ତ୍ତନ । ଦିନରେ ଗରମ, ଅପରାହ୍ଣରେ ବର୍ଷା । ଦିନବେଳା ଭୀଷଣ ଗୁଳୁଗୁଳି ଓ ଗରମ ଅନୁଭୂତ ହେଉଥିବାବେଳେ ଅପରାହ୍ଣରେ ହଠାତ ପାଗରେ ପରିବର୍ତ୍ତନ ଆସୁଛି । ପ୍ରଚଣ୍ଡ ଘଡ଼ଘଡ଼ି ପବନ ସହ ବର୍ଷା ହେଛି ।

Odisha Weather

ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ରାଜ୍ୟରେ ସକ୍ରିୟ ହେବା ପର୍ଯ୍ୟନ୍ତ ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଅସହ୍ୟ ତାତିରେ ଭାଜି ହେଉଛି ସାରା ଓଡ଼ିଶା । ଉପକୂଳରୁ ଉପାନ୍ତ ସବୁଠି ତାତି । ଆଜିଠୁ ରାଜ୍ୟରେ ତାପମାତ୍ରା କ୍ରମଶଃ ବଢିବ। ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ୨ ରୁ ୩ ଡ଼ିଗ୍ରୀ ବଢିବ ତାପମାତ୍ରା । ଅନେକ ସ୍ଥାନରେ ତାପମାତ୍ରା ୪୨ ଡ଼ିଗ୍ରୀ ଅତିକ୍ରମ କରିିବା ନେଇ ଆଗୁଆ ଆକଳନ କରିଛି ପାଣିପାଗ ବିଭାଗ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+