ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସମ୍ଭାବନା, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
Odisha Weather: ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା । ଆଜି ପାଇଁ ୧୫ ଜିଲ୍ଲାକୁ ପାଣିପାଗବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୨ ଦିନ କାଳବୈଶାଖୀ ପ୍ରଭାବରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ବାଲେଶ୍ୱର, ମୟୂରଭଞ୍ଜ ଜିଲ୍ଲାରେ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି ।













Click it and Unblock the Notifications