Odisha Weather : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଉତ୍ତର ଆନ୍ଧ୍ର ପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ସୃଷ୍ଟି ହେଲା। ଏହା ଅଧିକ ଘନୀଭୂତ ହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ଗତି କରିବ। ଏଥିସହ ସଂଲଗ୍ନ ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଛତିଶଗଡ଼ ଆଡ଼କୁ ୪୮ ଘଣ୍ଟା ମଧ୍ୟରେ ଗତି କରିବ ।













Click it and Unblock the Notifications