ଓଡ଼ିଶା ପାଇଁ ରେଡ ୱାର୍ଣ୍ଣିଂ ଜାରି , ୨ ଦିନ ଲାଗି ରହିବ ପ୍ରବଳ ବର୍ଷା

Odisha Weather News: IMD Issues Red Alert For Odisha .ଓଡ଼ିଶା ପାଇଁ ରେଡ ୱାର୍ଣ୍ଣିଂ ଜାରି , ୨ ଦିନ ଲାଗି ରହିବ ପ୍ରବଳ ବର୍ଷା

ଭୁବନେଶ୍ୱର: ରାଜ୍ୟରେ ୨ ଦିନ ଧରି ପ୍ରବଳ ବର୍ଷା ଲାଗି ରହିବ । ଓଡିଶା ପାଇଁ ରେଡ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ । ଆଜି ଓ ଆସନ୍ତାକାଲି ପାଇଁରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆଜି ଛତିଶଗଡ଼କୁ ପାଇଁ ଅରେଞ୍ଜ , ଆସନ୍ତାକାଲି ପାଇଁ ପାଇଁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ଓଡ଼ିଶା ଓ ଛତିଶଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ତେବେ ଦୁଇ ଦିନ ଧରି ଦୁଇଟି ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିବ ।ଆଇଏମଡି ପକ୍ଷରୁ ଏହି ସୂଚନା ଜାରି କରାଯାଇଛି ।

Red Alert

ଲଘୁଚାପ ଯୋଗୁଁ ସାରା ରାଜ୍ୟରେ ପ୍ରବଳ ବର୍ଷା ଲାଗିଲାଗି ରହିଛିରହିଛି । ୧୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । କାଲିଠୁ ୧୫ ପର୍ଯ୍ୟନ୍ତ ଝାରସୁଗୁଡ଼ା ,ବରଗଡ଼ ,ସମ୍ବଲପୁର,ଦେବଗଡ଼କୁ ,ଅନୁଗୁଳ ବୌଦ୍ଧ ,ସୋନପୁର,ବଲାଙ୍ଗିର,ନୂଆପଡ଼ା, କଳାହାଣ୍ତି ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଜିଲ୍ଲା ଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସଜାଗ କରାଇଲା ଆଞ୍ଚଳିକ ପାଣିପାଗ ବିଭାଗ । ସେହିପରି ୧୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲାଗୁଡିକ ହେଉଛି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ, ନୟାଗଡ,ଗଞ୍ଜାମ, ଗଜପତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+