ପାଣିପାଗ ଖବର: ଆସୁଛି ଲଘୁଚାପ! ୩ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା

ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଘୂର୍ଣ୍ଣିବଳୟ । ସେହିପରି ଉତ୍ତର-ପଶ୍ଚିମବଙ୍ଗରେ ସକ୍ରିୟ ରହିଛି ଲଘୁଚାପ । ଏହାର ପ୍ରଭାବରେ ୩ଦିନ ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା। ଏନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି ।

odisha Weather News

ପରବର୍ତ୍ତୀ ୪୮ ଘଣ୍ଟାରେ ଘନିଭୂତ ହୋଇ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ବିଭିନ୍ନ ଜିଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ନେଇ SRC ସତର୍କ ସୂଚନା ଜାରି କରିଛନ୍ତି। ରାଜ୍ୟରେ ଆଗାମୀ ୩ ଦିନ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସୂଚନା ରହିଛି। କାଲି ପର୍ଯ୍ୟନ୍ତ ୮ ଜିଲାକୁ ଅରେଞ୍ଜ ଓ ୧୮ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢ଼େଙ୍କାନାଳକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବାବେଳେ କଟକ, ଜଗତସିଂହପୁର, ଯାଜପୁର ଓ କେନ୍ଦ୍ରାପଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ କରାଯାଇଛି। ଅରେଞ୍ଜ ୱାର୍ଣ୍ଣିଂ ଥିବା ଜିଲାରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+