୨୬ ତାରିଖ ସୁଦ୍ଧା ଲଘୁଚାପ! ୨୭ ତାରିଖ ବେଳକୁ ଏକ ଅବପାତରେ ପରିଣତ ହେବାର ସମ୍ଭାବନା

ଭୁବନେଶ୍ୱର: ୨୬ ତାରିଖ ସୁଦ୍ଧା ସୃଷ୍ଟି ହେବ ଆଉ ଏକ ଲଘୁଚାପ । ଆଣ୍ତାମାନ ସାଗର ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରିହିଛି । ଲଘୁଚାପ ସୃଷ୍ଟି ହେବା ପରେ ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ । ୨୭ ତାରିଖ ସୁଦ୍ଧା ଲଘୁଚାପ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି ।

ଦକ୍ଷିଣପୂର୍ବ ବଙ୍ଗୋପସାଗର ଓ ଆଣ୍ତାମାନ ସାଗର ଅଞ୍ଚଳରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଲଘୁଚାପ ଏବଂ ଅବପାତ ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି । ସେହିପରି ଘୂର୍ଣ୍ଣିବଳ ପ୍ରଭାବରେ ପାଗ କୋହଲା ରହିବାର ସମ୍ଭାବନା ରହିଛି ।

odisha weather

ସୂଚନାଥାଉ ଯେ, ଜଳୀୟବାଷ୍ପ ପୂର୍ଣ୍ଣ ପର୍ବାଳୀ ତରଙ୍ଗାୟିତ ବାୟୁ ପ୍ରଭାବରେ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ କୋହଲା ପାଗ ସହ କିଛି ଜିଲ୍ଲାରେ ହାଲୁକା ବର୍ଷା ଲାଗିରହିଛି । ସେହିପରି ରାତ୍ରୀ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ । ହେଲେ ଆଶନ୍ତା ଦିନରେ ରାତ୍ରୀ ତାପମାତ୍ରା ୨ ରୁ୪ ଡିଗ୍ରୀ ହ୍ରାସ ପାଇବାର ସମ୍ଭାବନା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+