Odisha Weather: ବର୍ଷା ନେଇ ସତର୍କ କଲା ପାଣିପାଗ କେନ୍ଦ୍ର, ୩୦-୪୦ କିଲୋମିଟର ବେଗରେ ବହିବ ପବନ

ଭୂବନେଶ୍ଵର: ବର୍ଷା ନେଇ ସତର୍କ କଲା ପାଣିପାଗ କେନ୍ଦ୍ର । ବିଜୁଳି ଘଡ଼ଘଡ଼ି ସହ ବର୍ଷା ଓ ଘଣ୍ଟା ପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିବା ନେଇ ପୂର୍ବାନୁମାନ କରାଯାଇଛି ।

ବାଲେଶ୍ୱର, ଭଦ୍ରକ, ଯାଜପୁର,କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ,ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି କେନ୍ଦ୍ର । ତେବେ ୧୯ ତାରିଖରୁ ପାଗ ବଦଳିବ ।

Odisha Weather

ରାଜ୍ୟର ଅନେକ ସ୍ଥାନରେ ଗ୍ରୀଷ୍ମ ଲହରୀ ସ୍ଥିତି ଉପୁଜିବ । ଏଥିପାଇଁ ନୂଆପଡା, ବଲାଙ୍ଗିର, ବରଗଡ, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ ଓ ଅନୁଗୁଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

୨୦ ଓ ୨୧ ତାରିଖରେ ମଧ୍ୟ ଅନେକ ସ୍ଥାନରେ କାଳବୈଶୀଖୀ ବର୍ଷା ସହ ଗ୍ରୀଷ୍ମ ଲହରୀ ମଧ୍ୟ ଦେଖାଦେବ । ୩୧ ତାରିଖ ବେଳକୁ ମୌସୁମୀ କେରଳ ଛୁଇଁବା ନେଇ ଆକଳନ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+