ମେ'୭ ଯାଏଁ ବର୍ଷା ! ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
Odisha Weather News: ରାଜ୍ୟରେ ଆସନ୍ତା ୭ ତାରିଖ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ପାଇଁ ମୟୂରଭଞ୍ଜ, ଗଞ୍ଜାମ ଏବଂ ଗଜପତି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । କୁଆ ପଥର ବର୍ଷା ସହ କିଛି ସ୍ଥାନରେ ୨୦ ରୁ ୬୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।













Click it and Unblock the Notifications