ରାଜ୍ୟକୁ ପୁଣି ଫେରିଛି ଶୀତ, ରାତି ତାପମାତ୍ରା ସାମାନ୍ୟ ହ୍ରାସ

ରାଜ୍ୟକୁ ପୁଣି ଫେରିଛି ଶୀତ । ଗତ ଦୁଇ ଦିନ ହେବ ରାତି ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି । ଫଳରେ ରାଜ୍ୟରେ ଥଣ୍ଡା ଅନୁଭୂତ ହେଉଛି । ଉପକୂଳ ଓଡ଼ିଶାରେ ତାପମାତ୍ରାରେ ପରିବର୍ତ୍ତନ ହୋଇଛି । କିଛି ଦିନର ବ୍ୟବଧାନ ପରେ ରାଜ୍ୟକୁ ପୁଣି ଫେରିଛି ଶୀତ। ଶୀତ ଲହରୀ ଅନୁଭୂତ ହେବା ସହ ପାରଦ ତଳମୁହାଁ ହୋଇଛି ।

ତେବେ ଆଗାମୀ ଦୁଇ ତିନି ଯାଏ ପାରଦ ୨ରୁ ୩ ଡିଗ୍ରୀ ଯାଏ ବୃଦ୍ଧି ପାଇପାରେ । ଗତ ସପ୍ତାହରେ ରାଜ୍ୟରେ ରାତିର ତାପମାତ୍ରା ବଢ଼ିଥିଲା ।

odisha weather news

ଦିନ ସମୟରେ ବାୟୁମଣ୍ଡଳ ଶୁଷ୍କ ରହୁଥିବା ବେଳେ ରାତିରେ ସମୁଦ୍ରରୁ ବାୟୁ ପ୍ରବାହିତ ହେଉଥିଲା । ଫଳରେ ରାତିର ତାପମାତ୍ର ଅଧିକ ରହୁଥିଲା । ଅନ୍ୟପଟେ ଆଜି ଓ ଆସନ୍ତାକାଲି ଉତ୍ତର, ଦକ୍ଷିଣ ଅଭ୍ୟନ୍ତରୀଣ ଓଡିଶାର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି ।

ସେହିପରି ୧୨ ତାରିଖରେ ଉପକୂଳ ଓଡ଼ିଶା ସମେତ ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ସୁନ୍ଦରଗଡ଼ ଓ ବୌଦ୍ଧ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣ ବର୍ଷା ହେବାର ସମ୍ଭାବନା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+