୨୩ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ସମ୍ଭାବନା, ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି
Odisha Weather: ରାଜ୍ୟରେ କମିଲା ତାତି । ୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି । ଆଜି ପାଣିପାଗ ବିଭାଗ ପକ୍ଷରୁ ୬ ଜିଲ୍ଲାକୁ ବର୍ଷା ଓ ପବନ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ବର୍ଷା ସମୟରେ ୩୦ ରୁ ୪୦ କିଲୋମିଟର ବେଗରେ ବହିପାରେ ପବନ । ସେହିପରି କିଛି କିଛି ସ୍ଥାନରେ କୁଆ ପଥର ବର୍ଷା ହେବାର ସମ୍ଭାବନା ରହିଛି ।













Click it and Unblock the Notifications