Odisha Weather: ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ।ସତର୍କ ସୂଚନା ଜାରି କଲା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଘଡ଼ଘଡ଼ି ସହ ହାଲୁକା ବର୍ଷା ଓ ପବନ ବହିବା ନେଇ ସତର୍କତା ।କିଛି ଜିଲ୍ଲାରେ ୩୦ରୁ ୪୦, ଅନ୍ୟ କିଛି ସ୍ଥାନରେ ୪୦ରୁ ୫୦ କିମି ପବନ। ୪ ଦିନ ପାଇଁ କିଛି ଜିଲ୍ଲାକୁ ୟେଲୋ ଓ ଆଉ କିଛି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ।

Odisha Weather
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+