ରାଜଧାନୀରେ ଝିପିଝିପି ବର୍ଷା ଆରମ୍ଭ

Odisha Weather: କାଳବୈଶାଖୀ ପ୍ରଭାବରେ ଭୁବନେଶ୍ୱରରେ ଝିପିଝିପି ବର୍ଷା ଆରମ୍ଭ ହୋଇଯାଇଛି । ସେହିପରି ଘଡ଼ଘଡ଼ି ସହ ବର୍ଷା ନେଇ ୧୭ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ପାଣିପାଗ ବିଭାଗ ଆଜି ପାଇଁ ୯ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି । ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମେଘୁଆ ରହିବ । ଏହା ପରେ ପୁଣି ତାତି ବଢିବା ନେଇ ପୂର୍ବାନୁମାନ କରାଯାଇଛି ।

Odisha Weather

ଗତକାଲି ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର ଜିଲ୍ଲାରେ କୁଆ ପଥର ବର୍ଷା ସହ ପବନ ହୋଇଥିଲା । କେଉଁଠି ଗଛ ଉପୁଡି ପଡିଛି ତ କେଉଁଠି ବିଦ୍ୟୁତ ଖୁଣ୍ଟ ଭାଙ୍ଗି ଯାଇଥିବାର ଦେଖିବା ପାଇଁ ମିଳିଥିଲା । ସେହିପରି ଅନେକ ସ୍ଥାନରେ ଲୋକଙ୍କ ଘର ଭାଙ୍ଗି ଯାଇଥିବା ନେଇ ସୂଚନା ରହିଛି । ତେବେ ୪୭ଟି ଗାଁରେ ୪୭୭୫ ଲୋକ ପ୍ରଭାବିତ ହୋଇଛି । ଆଜି ମଧ୍ୟ ଅନେକ ଜିଲ୍ଲାରେ ତାଣ୍ତବ ରଚିବ କାଳବୈଶାଖୀ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+