ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ: ଦିନକ ପରେ ପୁଣି ଛେଚିବ
ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୩ରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଭୁବନେଶ୍ୱର: ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୩ରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଦିନକ ପରେ ସାରା ରାଜ୍ୟରେ ପୁଣି ଛେଚିବ । ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି ।

୨୩ତାରଖରେ ବାଲେଶ୍ବର, କେନ୍ଦୁଝର ଓ ମୟୂରଭଞ୍ଜକୁ ୟେଲୋ ଆଲର୍ଟ ଜାରି ହୋଇଛି । ୨୪ ରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କଳାହଣ୍ଡି, କନ୍ଧମାଳ ଓ ରାୟଗଡ଼ାକୁ ବଜ୍ରପାତ ନେଇ ସତର୍କ ସୂଚନା କରାଯାଇଛି। ସେହିପରି ୨୫ରେ ବଜ୍ରପାତ ଜନିତ ବର୍ଷା ନେଇ ୧୪ ଜିଲ୍ଲାକୁ ସତର୍କ କରାଯାଇଛି ।
More From
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ












Click it and Unblock the Notifications