ଫିକା ପଡିବ ପୂଜା ବଜାର ! ମହାସପ୍ତମୀରେ ଭିଜିବ ସମ୍ପୂର୍ଣ୍ଣ ଉପକୂଳ ଓଡ଼ିଶା

ଫିକା ପଡିବ ପୂଜା ବଜାର ! ମହାସପ୍ତମୀରେ ଭିଜିବ ସମ୍ପୂର୍ଣ୍ଣ ଉପକୂଳ ଓଡ଼ିଶା

ଭୁବନେଶ୍ୱର: ଘୂର୍ଣ୍ଣିବଳୟ ପ୍ରଭାବରେ ଆଜିଠୁ ୫ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବାରୁ ଏଥର ଫିକା ପଡ଼ିପାରେ ଦୁର୍ଗା ପୂଜା । ଆସନ୍ତାକାଲି ମହାସପ୍ତମୀରେ ଭିଜିବ ସମ୍ପୂର୍ଣ୍ଣ ଉପକୂଳ ଓଡ଼ିଶା । ସେହିପରି ୩ ତାରିଖରେ ସାରା ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ଆଶଙ୍କା ରହିଛି । କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା । ଆଜି ପାଇଁ ୪ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ବାଲେଶ୍ୱର, କେନ୍ଦ୍ରାପଡ଼ା, ଭଦ୍ରକ, ଜଗତସିଂହପୁର ଏହି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି ।

odisha weather

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ କ୍ରମଶଃ ଘନୀଭୂତ ହୋଇ ୩ ତାରିଖ ସୁଦ୍ଧା ଲଘୁଚାପରେ ପରିଣତ ହେବ । ଆନ୍ଧ୍ର ଉପକୂଳରେ କ୍ରମଶଃ ନିକଟତର ହୋଇ ଏହା ୬ ତାରିଖରେ ଆନ୍ଧ୍ର ଦେଇ ଉତ୍ତର-ପଶ୍ଚିମ ଦିଗରେ ଗୁଜରାଟକୁ ଆଡ଼କୁ ଗତି କରିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+