ରାଜ୍ୟରେ ସକ୍ରିୟ କାଳବୈଶାଖୀ, ଆସନ୍ତା ୫ ଦିନ ଯାଏଁ ଏହି ସବୁ ଜିଲ୍ଲାରେ ବର୍ଷାର ସମ୍ଭାବନା

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଢ଼େଙ୍କାନାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ, ଗଞ୍ଜାମ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଓ ଜଗତସିଂହପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖ

ଭୁବନେଶ୍ୱର: ରାଜ୍ୟରେ ସକ୍ରିୟ ରହିଛି କାଳବୈଶାଖୀ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଢ଼େଙ୍କାନାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ, ଗଞ୍ଜାମ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଓ ଜଗତସିଂହପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବଜ୍ରପାତ ଓ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସମସ୍ତ ୧୫ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Weather Report

ସେହିପରି ଆସନ୍ତା ୨୪ ଓ ୨୫ ତାରିଖରେ ଉପକୂଳ ଓ ଉତ୍ତର ଓଡ଼ିଶାର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ପ୍ରଭାବ ପଡ଼ିବାର ସମ୍ଭାବନା ରହିଛି । ଦୁଇଦିନ ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଓଡ଼ିଶାକୁ ଫେରିବ ତାତି । ସ୍ୱାଭାବିକଠାରୁ ୩ରୁ ୪ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢିବାର ସମ୍ଭାବନା ରହିଛି ।

ସେହିପରି ମେ 25 (ସକାଳ 8.30) ରୁ ମେ 26 (ସକାଳ 8.30) ପର୍ଯ୍ୟନ୍ତ ବାଲେଶ୍ୱର, ଭଦ୍ରକ, ଜଜପୁର, କେନ୍ଦ୍ରାପଡା, କଟକ, ଜଗାଟସିଂହପୁର, ପୁରୀ, ଖୁରଡା, ନୟାଗଡ଼, ଗଞ୍ଜାମ, ଗଜପତି, ଢେଙ୍କାନାଳ, ମୟୂରଭଞ୍ଜ, କନ୍ଧମାଳ ଏବଂ କିଛି ସ୍ଥାନରେ ହାଲୁକା ରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ଏହି ସବୁ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣି ଜାରି କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+