ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା
ଭୁବନେଶ୍ୱର: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ପୂର୍ବକେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋରସାଗର ଅଞ୍ଚଳରେ ବାୟୁମଣ୍ତଳର ୪.୫ ରୁ ୫.୬ କିମି ମଧ୍ୟରେ ଆଜି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ଆସନ୍ତା ୨୦ ତାରିଖ ବେଳକୁ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ରାଜ୍ୟରେ ଆସନ୍ତା କାଲିଠାରୁ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି ।

ଆକଳନ କରିଛି ପାଣିପାଗ ବିଭାଗ ।












Click it and Unblock the Notifications