ଝଡ଼ବର୍ଷା ଓ ବଜ୍ରପାତ ନେଇ ଆଜି ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଝଡ଼ବର୍ଷା ଓ ବଜ୍ରପାତ ନେଇ ଆଜି ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତାକାଲି ସକାଳ ସାଢ଼େ ୮ଟା ଯାଏ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ହୋଇଛି । ଏହି ଜିଲ୍ଲା ଗୁଡ଼ିକ ହେଲା- କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କେନ୍ଦୁଝର ଓ ମୟୂରଭଞ୍ଜ ।

Odisha Weather Report

ସେହିପରି ଗତକାଲି ରାଜ୍ୟର ବିଭିନ୍ନ ଜିଲ୍ଲାକୁ ବର୍ଷା ପବନ ନେଇ ୱାର୍ଣ୍ଣିଂ ଜାରି କରାଯାଇଥିଲା । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ୱର, ପୁରୀ, ଖୋର୍ଦ୍ଧା, କଟକକୁ ୱାର୍ଣ୍ଣିଂ ଜାରି କରାଯାଇଥିଲା । ପ୍ରବଳ ବର୍ଷା ସହ ଘଣ୍ଟା ପ୍ରତି ୪୦-୫୦ କିମି ପବନ ବହିବା ସମ୍ଭାବନା ରହିଥିଲା। ତେବେ ଯଦି ବିଭିନ୍ନ ଜିଲ୍ଲାରେ ବର୍ଷା ପବନ ହୁଏ, ତେବେ ତାତିରୁ ତ୍ରାହି ମିଳିବ ବୋଲି ଆଶା କରାଯାଉଛି ।

ସେପଟେ ଆଗାମୀ କିଛି ଦିନ ଯାଏ ତାପମାତ୍ରାରେ ବଡ ଧରଣର ପରିବର୍ତ୍ତନ ହେବନାହିଁ । ତେବେ ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ତାପମାତ୍ରା ୪୨ରୁ ୪୩ ଡ଼ିଗ୍ରୀ ରହିବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+