କାଳବୈଶାଖୀ ନେଇ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

Odisha Weather Report: ଆସୁଛି କାଳବୈଶାଖୀ । ରୁହନ୍ତୁ ସତର୍କ । ଆଉ ୨ ଦିନ କାଳବୈଶାଖୀ ବର୍ଷା ନେଇ ସତର୍କ କରାଇଛି ପାଣିପାଗ କେନ୍ଦ୍ର ।

ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୭ ଜିଲ୍ଲାରେ କାଳବୈଶାଖୀ ହେବାର ଯଥେଷ୍ଟ ସମ୍ଭାବନା ରହିଛି । ଫଳରେ ଏହି ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ କେନ୍ଦ୍ର ।

Odisha Weather Report

ଉକ୍ତ ଜିଲ୍ଲାଗୁଡ଼ିକ ହେଲା କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦୁଝର, ବାଲେଶ୍ବର ଓ ମୟୁରଭଞ୍ଜ । ଏହି ଜିଲ୍ଲାମାନଙ୍କ ବିଜୁଳି ଓ ଘଡଘଡି ସହ ପ୍ରବଳ ବର୍ଷା ହେବ । ଏଥି ସହ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ଝଡ଼ ପବନ ହୋଇପାରେ ।

ସେହିପରି ୧୧ ତାରିଖ ପାଇଁ ୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ମାଲକାନାଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମାଳ, ମୟୁରଭଞ୍ଜ ଓ କେନ୍ଦୁଝର । ତେବେ ୧୧ ତାରିଖରୁ ରାଜ୍ୟରେ କାଳ‌ବୈଶାଖୀର ପ୍ରଭାବ କମିବ । ୧୧ ତାରିଖରୁ ପାଗ ଶୁଖିଲା ରହିବା ସହ ଖରା ବଢ଼ିବ । ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+