Odisha Weather: ୨ ଦିନ ପରେ ବଢ଼ିବ ତାପମାତ୍ରା: ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ମଙ୍ଗଳବାର ସର୍ବାଧିକ ତାପମାତ୍ରା ପାରଳାଖେମୁଣ୍ଡିରେ ୩୪.୦ ଡିଗ୍ରୀ ସେଲସିୟସ୍‌ ଏବଂ ସର୍ବନିମ୍ନ ତାପମାତ୍ରା ରାଉରକେଲାରେ ୮.୨ ଡିଗ୍ରୀ ସେଲସିୟସ୍‌ ରେକର୍ଡ କରାଯାଇଛି । ଆସନ୍ତା ଦୁଇଦିନ ମଧ୍ୟରେ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବନାହିଁ । ତେବେ ପରବର୍ତ୍ତୀ ଦୁଇଦିନ ତାପମାତ୍ରା ୨ରୁ ୪ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

Odisha Weather

ଅନ୍ୟପଟେ ମଙ୍ଗଳବାର ନୟାଗଡ଼, କଟକ, ଖୋର୍ଦ୍ଧା, ଗଞ୍ଜାମ, ଅନୁଗୋଳ, ଢେଙ୍କାନାଳ, ଜଗତ୍‌ସିଂହପୁର ଓ କେନ୍ଦ୍ରାପଡ଼ା ଆଦି ଜିଲାରେ କୁହୁଡ଼ି ପ୍ରଭାବ ଦେଖିବାକୁ ମିଳିଥିଲା । ଆସନ୍ତା ଦୁଇଦିନ ବିଭିନ୍ନ ଜିଲାରେ ଘନ କୁହୁଡ଼ିର ଆସ୍ତରଣ ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+