ଉପରମୁହାଁ ପାରଦ: ଆଜିଠୁ ବଢିବ ତାତି !

Odisha Weather: ଆଜିଠୁ ବଢିବ ତାତି । ମାର୍ଚ୍ଚ ୨୦ ତାରିଖ ଯାଏଁ ରାଜ୍ୟରେ ଗ୍ରୀଷ୍ମପ୍ରବାହର ସମ୍ଭାବନା ରହିଛି । ଆସନ୍ତାକାଲି ଅର୍ଥାତ ୯ ତାରିଖଠୁ ତାପମାତ୍ରା ବୃଦ୍ଧି ପାଇବା ସହ ଅସହ୍ୟ ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

Odisha Weather

ଆଗାମୀ ୪ ଦିନ ମଧ୍ୟରେ ରାଜ୍ୟରେ ୩ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା ରହିଛି । ରାଜ୍ୟରେ ଆଭ୍ୟନ୍ତରୀଣ ଅଞ୍ଚଳରେ ୩୩ପ୍ରତିଶତ ପର୍ଯ୍ୟନ୍ତ ଗ୍ରୀଷ୍ମପ୍ରବାହ ହେବାକୁ ଥିବା ପାଣିପାଗ ବିଜ୍ଞାନୀ ଆକଳନ କରିଛନ୍ତି । ଆଗାମୀ କିଛି ଦିନ ମଧ୍ୟରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁପାରେ । ଖାସ କରି ପଶ୍ଚିମ ଓଡ଼ିଶାରେ ଅଧିକ ଗରମ ଅନୁଭୂତ ହେବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+