Odisha Weather: ବର୍ଷାରେ ଭିଜିଲା ଟ୍ବିନ୍ ସିଟି କଟକ-ଭୁବନେଶ୍ୱର , ୩ ଘଣ୍ଟା ପର୍ଯ୍ୟନ୍ତ ପ୍ରବଳ ବର୍ଷା
ବର୍ଷାରେ ଭିଜିଛି ଟ୍ବିନ୍ ସିଟି କଟକ-ଭୁବନେଶ୍ୱର । ସକାଳୁ ସକାଳୁ ଏହି ଦୁଇ ସହରରେ ପ୍ରବଳ ବର୍ଷା ହୋଇଛି । ଫଳରେ ଜନଜୀବନ ବ୍ୟାହତ ହୋଇପଡ଼ିଛି । ଭୋର୍ରୁ ପାଗ ଭଲ ଥିବାବେଳେ ହଠାତ୍ ବର୍ଷା ଆରମ୍ଭ ହୋଇଛି। ଏବେ ବି ବର୍ଷା ଜାରି ରହିଛି । ଫଳରେ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ସମସ୍ୟା ଦେଖାଦେଇଛି ।
ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଖୋର୍ଦ୍ଧା ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି । ୩ ଘଣ୍ଟା ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ ବୋଲି ସୂଚନାରୁ ଜଣାପଡ଼ିଛି ।













Click it and Unblock the Notifications