ସତର୍କ ରୁହନ୍ତୁ, ଅପରାହ୍ନରେ ୯ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୯ଟି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ସମ୍ଭାବନା ରହିଛି । ଏହି ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୯ଟି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ସମ୍ଭାବନା ରହିଛି । ଏହି ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, ବରଗଡ଼, ଝାରସୁଗୁଡ଼ା,ସମ୍ବଲପୁର, ଦେବଗଡ଼, ଅନୁଗୁଳ, ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ବର ରହିଛି । ଏହି ଜିଲ୍ଲାଗୁଡ଼ିକୁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।

odisha weather update

ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୧୦ କିମ୍ବା ୧୧ ତାରିଖ ବେଳକୁ ଏକ ଲଘୁଚାପ ବଳୟ ସୃଷ୍ଟି ହେବ । ଏହା ବାତ୍ୟାର ପରିଣତ ହେବ ବୋଲି ଗୋଟିଏ ମଡେଲ୍‌ କହୁଥିବା ବେଳେ ଆଉ ଏକ ମଡେଲ୍‌ କହୁଛି ବାତ୍ୟା ହେବନି । କିନ୍ତୁ ପ୍ରବଳ ‌ବର୍ଷା ହେବ। ବାତ୍ୟା ହେଉ କି ବର୍ଷା ଯାହା ହେବ ଦଶହରା ବେଳେ ‌ହିଁ ହେବ ବୋଲି ସବୁ ମଡେଲ୍‌ ଦେଖାଉଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+