ଅବପାତର ରୂପ ନେଲା ଲଘୁଚାପ, ୧୨ ତାରିଖ ଯାଏଁ ସମୁଦ୍ର ମନା

ଅବପାତର ରୂପ ନେଲା ଲଘୁଚାପ ,

ଭୁବନେଶ୍ୱର: ସଦୃଶ୍ୟ ଲଘୁଚାପ କ୍ଷେତ୍ର ଘନିଭୂତ ହୋଇ ଅବପାତରେ ପରିଣତ । ଦକ୍ଷିଣ ଓଡ଼ିଶା ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୁଦୃଶ ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି । ଏହା ପ୍ରଭାବରେ ଉପକୂଳ ସମେତ ପାର୍ଶ୍ୱବର୍ତ୍ତି ଜିଲ୍ଲା ଗୁଡ଼ିକରେ ଲାଗି ରହିଛି ବର୍ଷା । ଏ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି ।

weather

ଆଜି ସକାଳୁ ଆସନ୍ତା କାଲି ସକାଳ ମଧ୍ୟରେ ୮ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା । ଏହି ଜିଲ୍ଲା ଗୁଡ଼ିକ ହେଲା ବରଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର । ଏହି ସମସ୍ତ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣଂ ଜାରି କରାଯାଇଛି । ରାଜ୍ୟର ଉପକୂଳ ସମେତ ପାର୍ଶ୍ୱବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ଲାଗି ରହିଛି ବର୍ଷା । ଆଜି ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ସମୁଦ୍ର ଅଶାନ୍ତ ରହୁଥିବାରୁ ୧୨ ତାରିଖ ଯାଏଁ ସମୁଦ୍ର ମନା । ୧୭-୧୮ ମଧ୍ୟରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+