ତାତି ମିଳିବ ତ୍ରାହି, ଆଜି ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ
ରାଜ୍ୟର ଦକ୍ଷିଣ, ପଶ୍ଚିମ ଓ ଉତ୍ତର ଆଭ୍ୟନ୍ତରୀଣର ପ୍ରାୟ ୧୦ଟି ଜିଲ୍ଲାରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
ଭୁବନେଶ୍ୱର: ତାତି ମିଳିବ ତ୍ରାହି। ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ରାଜ୍ୟର ଦକ୍ଷିଣ, ପଶ୍ଚିମ ଓ ଉତ୍ତର ଆଭ୍ୟନ୍ତରୀଣର ପ୍ରାୟ ୧୦ଟି ଜିଲ୍ଲାରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

୧୦ ଜିଲ୍ଲାକୁ ବଜ୍ରପାତ ନେଇ ପାଣିପାଗ ବିଭାଗ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି । ସେଗୁଡିକ ହେଲା ମାଲକାନଗିରି, କୋରାପୁଟ,ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର, ସୋନପୁର, ବରଗଡ଼, ଝାରସୁଗୁଡା ଓ ସୁନ୍ଦରଗଡ଼। ଏହି ସବୁ ଜିଲ୍ଲାରେ ବଜ୍ରପାତ ସମ୍ଭାବନା ରହିଛି।
ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ସାମାନ୍ୟ ବର୍ଷା ହୋଇଥିବା ରେକର୍ଡ ହୋଇଛି। ଗଜପତି ଜିଲ୍ଲାର ନୂଆଗଡ଼ଠାରେ ୨୮ ଦଶମିକ ୨ ମିଲିମିଟର ବର୍ଷା ହୋଇଥିବା ନେଇ ରେକର୍ଡ କରାଯାଇଛି।
More From
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications