ସାରା ରାଜ୍ୟରେ ଉପରମୁହାଁ ତାତି:୧୭ ତାରିଖ ଯାଏଁ ତାତିରୁ ନାହିଁ ତ୍ରାହି

Odisha News: ସାରା ରାଜ୍ୟରେ ଉପରମୁହାଁ ତାତି । ଆଜିଠୁ ଆହୁରି ବଢିବ ତାପମାତ୍ରା । ଗ୍ରୀଷ୍ମଲହରି ନେଇ ଆସନ୍ତାକାଲି ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ତାରିରୁ ମିଳିବ ନାହିଁ ତ୍ରାହି । ଗତକାଲି ସର୍ବାଧିକ ତାପମାତ୍ରା ୪୧.୪ ଡିଗ୍ରୀ ଝାରସୁଗୁଡାରେ ରେକର୍ଡ କରାଯାଇଥିଲା ।

Odisha Weather Update

ଆଜି ୧୦ ଜିଲ୍ଲାରେ ଗ୍ରୀଷ୍ମ ଲହରୀ ଜାରି ରହିବ । ଯେଉଁଥି ପାଇଁ ଦିନ ୧୧ ଟାର ସାଢେ ୩ ପର୍ଯ୍ୟନ୍ତ ଘରୁ ନ ବାହାରିବା ପାଇଁ ଜନସାଧାରଣଙ୍କୁ ପରାମର୍ଶ ଦିଆଯାଇଛି । ତେବେ ମାର୍ଚ୍ଚ ମାସ ଦ୍ୱିତୀୟ ସପ୍ତାହରୁ ରାଜ୍ୟରେ କିଛି କିଛି ସ୍ଥାନରେ ତାପମାତ୍ରା ୩୮ ରୁ ୩୯ ଡିଗ୍ରୀ ଛୁଇଁଲାଣି । ଆଗକୁ ଆହୁରି ଖରାର ପ୍ରକୋପ ବଢିବାର ସମ୍ଭାବନା ରହିଛି ।

ପାଣିପାଗ ବିଭାଗ ସୂଚନା ଅନୁସାରେ, ୧୪ ତାରିଖରେ ପ୍ରବଳ ଖରା ନେଇ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବୌଦ୍ଧ, ବଲାଙ୍ଗୀର ଓ ଅନୁଗୁଳକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୧୫ ତାରିଖରେ ସୁନ୍ଦରଗଡ଼, ସୋନପୁର, ଅନୁଗୁଳ, ବରଗଡ଼ ଓ ମଯୂରଭଞ୍ଜକୁ ୟେଲୋ ୱାର୍ଣ୍ଣିଂ ଏବଂ ୧୬ରେ ବଲାଙ୍ଗୀର, ବୌଦ୍ଧ, ସୋନପୁର, ବରଗଡ଼, ସୁନ୍ଦରଗଡ଼ ଓ ମଯୂରଭଞ୍ଜ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+