ଆହୁରି ୨ ଦିନ ପ୍ରବଳ ବର୍ଷା, ୧୦ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି

Odisha Weather: ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି । ଯେଉଁଥି ପାଇଁ ଅନେକ ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଆହୁରି ୨ ଦିନ ଏପରି ବର୍ଷା ଲାଗି ରହିବ ବୋଲି ମଧ୍ୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି । ଏଥି ସହିତ ୧୦ ଜିଲ୍ଲାକୁ ରେଡ୍ ଆଲର୍ଟ ଏବଂ ୧୨ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏହା ସହ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି ।

Rain

ଗଭୀର ଅବପାତ ପୁରୀ ଉପକୂଳ ଗତି କରି ପଶ୍ଚିମ-ଉତ୍ତର ଦିଗରେ ଗତି କରୁଛି । ତେବେ ୧୦ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି, ଜିଲ୍ଲା ଗୁଡିକ ହେଲା ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାୟ, କନ୍ଧମାଳ, ବୌଦ୍ଧ, ବଲାଙ୍ଗିର, କୋରାପୁଟ, ମାଲକାନଗିରି ଏବଂ ନବରଙ୍ଗପୁର ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+