ରାଜ୍ୟକୁ ପୁଣି ଫେରିଲା ଅସହ୍ୟ ତାତି: ସାଢେ ୨ଟାରେ ଝାରସୁଗୁଡ଼ାରେ ୪୪.୮ ଡିଗ୍ରୀ ପାର

Odisha Weather: ରାଜ୍ୟକୁ ପୁଣି ଫେରିଲା ଅସହ୍ୟ ତାତି । ଆଜି ଦିନ ସାଢେ ୨ଟାରେ ଝାରସୁଗୁଡ଼ାରେ ୪୪.୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ସମ୍ବଲପୁରରେ ୪୨.୬ ଡିଗ୍ରୀ, ହୀରାକୁଦରେ ୪୧.୮, ରାଉରକେଲାରେ ୪୧.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।

Odisha Weather Update

କୈଳବୈଶାଖୀ ପ୍ରଭାବରେ ରାଜ୍ୟରେ କିଛି ଦିନ ହେବ ବର୍ଷା ହେଉଥିବାରୁ ତାତିରୁ ଆଶ୍ୱସ୍ତି ମିଳିଥିଲା । ହେଲେ ପୁଣି ବୃଦ୍ଧି ପାଇଛି ତାପମାତ୍ରା । ପଶ୍ଚିମରେ ପ୍ରବଳ ତାତି ଅନୁଭୂତ ହେଉଥିବା ବେଳେ ଉପକୂଳର ଆଦ୍ରତା ଜନଜୀବନକୁ ଅସ୍ତବ୍ୟସ୍ତ କରି ଦେଇଛି । ରବିବାର-ସୋମବାର ଝାରସୁଗୁ଼ଡାରେ ସର୍ବୋଚ୍ଚ ତାପମାତ୍ରା ରେକର୍ଡ କରାଯାଇଛି । ଆଜି ସାଢେ ୨ଟାରେ ଝାରସୁଗୁଡ଼ାରେ ୪୪.୮ ଡିଗ୍ରୀ ପାର କରିଥିଲା ତାପମାତ୍ରା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+